Joshua 7:18 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ସେ ପରିବାରର ସମସ୍ତ ମନକ୍ସ୍ଟଷ୍ଯମାନଙ୍କୁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଆସିବାକକ୍ସ୍ଟ କହିଲେ। ସଦାପ୍ରଭୁ କର୍ମିର ପକ୍ସ୍ଟତ୍ର ଆଖନ୍କକ୍ସ୍ଟ ମନୋନୀତ କଲେ। କାର୍ମି ଜିମିରର ପକ୍ସ୍ଟତ୍ର ଥିଲା ଏବଂ ଜିମିରି ସରହରେ ପକ୍ସ୍ଟତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ସେ ପରିବାରର ସମସ୍ତ ମନୁଷ୍ୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାକୁ କହିଲେ। ସଦାପ୍ରଭୁ କର୍ମିର ପୁତ୍ର ଆଖନ୍କୁ ମନୋନୀତ କଲେ। କାର୍ମି ଜିମିରର ପୁତ୍ର ଥିଲା ଏବଂ ଜିମିରି ସେରହର ପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା।