Joshua 7:19 — Compare Translations

5 translations compared side by side

Odia - 1840
"ତା'ପରେ ଯିହାଶୂେୟ ଆଖନକକ୍ସ୍ଟ କହିଲେ, ହେ ମାହେର ପକ୍ସ୍ଟତ୍ର, ବିନଯ କରୁଅଛି, ସଦାପ୍ରଭୁ ଇଶ୍ରାୟେଲର ପରମେଶଓରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ବୀକାର କର, ତୁମ୍ଭେ କ'ଣ କରିଛ। ମାେତେ କକ୍ସ୍ଟହ ସେ କଥା ଲକ୍ସ୍ଟଗ୍ଭଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ଵୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ଆଖ‌ନ୍‌କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯିହୋଶୂୟ ଆଖନ୍‍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।