Joshua 7:2 — Compare Translations

5 translations compared side by side

Odia - 1840
"ସମାନେେ ଯିରୀହାକେକ୍ସ୍ଟ ପରାସ୍ତ କଲାପରେ, ଯିହାଶୂେୟ ଅଯକକ୍ସ୍ଟ ଲୋକ ପଠାଇଲେ। ଅଯ ବୈଥଲରେ ପୂର୍ବ ଦିଗସ୍ଥିତ ବୈଥାବନର ପାଶର୍‌ବ ରେ ଅବସ୍ଥିତ। ଯିହାଶୂେୟ ସମାନଙ୍କେୁ କହିଲେ, ଅଯକକ୍ସ୍ଟ ୟାଅ ଓ ସଠାେରେ ଅନକ୍ସ୍ଟସନ୍ଧାନ କରି ସମାନଙ୍କେର ଦୁର୍ବଳତାକକ୍ସ୍ଟ ଅନକ୍ସ୍ଟସନ୍ଧାନ କର। ତେଣୁ ଏଥି ରେ ଲୋକମାନେ ୟାଇ ଅଯ ରେ ଅନକ୍ସ୍ଟସନ୍ଧାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବୈଥେଲର ପୂର୍ବଦିଗସ୍ଥିତ ବୈଥାବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେ‌ଲ୍‌ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।