Joshua 7:20 — Compare Translations

5 translations compared side by side

Odia - 1840
"ଆଖନ ଉତ୍ତର ରେ କହିଲା, ଏହା ସତ୍ଯ! ମୁ ପାପ କରିଛି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ। ମୁ ଏହିପରି କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଖନ୍ ଉତ୍ତରରେ କହିଲା, “ଏହା ସତ୍ୟ! ମୁଁ ପାପ କରିଛି ସଦାପ୍ରଭୁଙ୍କ ସମ୍ମୁଖରେ। ମୁଁ ଏହିପରି କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।