Joshua 7:21 — Compare Translations
5 translations compared side by side
Odia - 1840
"ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।