Joshua 7:22 — Compare Translations
5 translations compared side by side
Odia - 1840
"ଯିହାଶୂେୟ କିଛି ଲୋକଙ୍କକ୍ସ୍ଟ ଛାଉଣୀକକ୍ସ୍ଟ ପଠାଇଲେ। ସମାନେେ ସଠାେକକ୍ସ୍ଟ ଦୌଡିଲେ ଓ ସଗେକ୍ସ୍ଟଡିକ ତମ୍ବୁ ତଳେ ପୋତା ହାଇେ ଥିବାର ଦେଖିଲେ। ରୂପାଗକ୍ସ୍ଟଡିକ କୋଟ ତଳେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ଵୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ଵୁରେ ପୋତା ଓ ତହିଁ ତଳେ ରୂପା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ କିଛି ଲୋକଙ୍କୁ ଛାଉଣିକୁ ପଠାଇଲେ। ସେମାନେ ସେଠାକୁ ଦୌଡ଼ିଲେ ଓ ସେଗୁଡ଼ିକ ତମ୍ବୁ ତଳେ ପୋତା ହୋଇ ଥିବାର ଦେଖିଲେ। ରୂପାଗୁଡ଼ିକ କୋଟ୍ ତଳେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।