Joshua 7:23 — Compare Translations
5 translations compared side by side
Odia - 1840
"ଲୋକମାନେ ସେ ସମସ୍ତ ଦ୍ରବ୍ଯକକ୍ସ୍ଟ ତମ୍ବୁର ବାହାରକକ୍ସ୍ଟ ଆଣିଲେ। ସମାନେେ ସେ ସମସ୍ତ ଦ୍ରବ୍ଯକକ୍ସ୍ଟ ଯିହାଶୂେୟର ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କର ସମ୍ମକ୍ସ୍ଟଖକକ୍ସ୍ଟ ଆଣିଲେ। ସମାନେେ ସଗେୁଡିକୁ ସଦାପ୍ରଭୁଙ୍କ ଉପସ୍ଥିତି ରେ ଥୋଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ତମ୍ଵୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେ ସମସ୍ତ ଦ୍ରବ୍ୟକୁ ତମ୍ବୁର ବାହାରକୁ ଆଣିଲେ। ସେମାନେ ସେ ସମସ୍ତ ଦ୍ରବ୍ୟକୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ସମ୍ମୁଖକୁ ଆଣିଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ଉପସ୍ଥିତିରେ ଥୋଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।