Joshua 7:24 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଓ ସମଗ୍ର ଇଶ୍ରାୟେଲ ସରହରେ ପକ୍ସ୍ଟତ୍ର ଆଖନକକ୍ସ୍ଟ ଓ ତା'ର ପକ୍ସ୍ଟତ୍ର ଓ କନ୍ଯାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ତା ଓ ତମ୍ବୁ ସର୍ବସ୍ବ ଯଥା ରୂପା, ସକ୍ସ୍ଟନା ଓ କୋଟକକ୍ସ୍ଟ ଆଖୋର ଉପତ୍ୟକାକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ତା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ଵୁ, ସର୍ବସ୍ଵ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖନ୍କୁ ଓ ତା’ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା’ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।