Joshua 7:25 — Compare Translations

5 translations compared side by side

Odia - 1840
"ତା'ପରେ ୟିହୋଶୂଯ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦକ୍ସ୍ଟଃଖ ଦଲେ? ସଦାପ୍ରଭୁ ଆଜି ତକ୍ସ୍ଟମ୍ଭ ପାଇଁ ଦକ୍ସ୍ଟଃଖ ଆଣିବେ। ତେଣୁ ଇଶ୍ରାୟେଲର ସମସ୍ତ ଲୋକ ଆଖନ ଓ ତା'ର ପରିବାରକକ୍ସ୍ଟ ପଥର ଫିଙ୍ଗି ହତ୍ଯା କଲେ। ଏହାପରେ ଲୋକମାନେ ତାକକ୍ସ୍ଟ ଓ ସେ ଆଣିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସହେି ସ୍ଥାନ ରେ ପୋଡି଼ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ । ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା’ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।