Joshua 7:26 — Compare Translations
5 translations compared side by side
Odia - 1840
"ଆଖନକକ୍ସ୍ଟ ପୋଡି଼ ସାରିବା ପରେ ତାହାକକ୍ସ୍ଟ ପଥର ରେ ପୋତି ଦେଲେ, ସହେି ପଥର ଗଦା ଆଜି ପର୍ୟ୍ଯନ୍ତ ସଠାେରେ ଅଛି। ଯେ ହତେକ୍ସ୍ଟ ସଦାପ୍ରଭୁ ଆଖନକକ୍ସ୍ଟ ସଠାେରେ ଏପରି ଦକ୍ସ୍ଟଃଖ ଦେଲେ, ସେଥିପାଇଁ ସହେି ସ୍ଥାନ ଆଜି ପର୍ୟ୍ଯନ୍ତ ଆଖୋର ଉପତ୍ୟକା ନାମ ରେ ପରିଚିତ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କ ଉପରକ୍ସ୍ଟ କୋର୍ଧରକ୍ସ୍ଟ ନିବୃତ୍ତ ହାଇେ ଶାନ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛିନ୍ତଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେଲେ । ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ (ଦୁଃଖ) ଉପତ୍ୟକା ବୋଲି ଖ୍ୟାତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଖନ୍କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖନ୍କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି।