Joshua 7:3 — Compare Translations
5 translations compared side by side
Odia - 1840
"ଏହାପରେ ଲୋକମାନେ ଯିହାଶୂେୟ ନିକଟକକ୍ସ୍ଟ ଫରେି ଆସିଲେ। ସମାନେେ କହିଲେ, ଅଯ ବହକ୍ସ୍ଟତ୍ ଦୁର୍ବଳ, ସମାନଙ୍କେୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସଠାେକକ୍ସ୍ଟ ମାତ୍ର ଦକ୍ସ୍ଟଇ ତିନିହଜାର ଲୋକ ୟକ୍ସ୍ଟଦ୍ଧ ତରିବା ପାଇଁ ପଠାନ୍ତକ୍ସ୍ଟ। ସଠାେରେ ସମସ୍ତ ସୈନ୍ଯ ନିଯୋଜିତର ଆବଶ୍ଯକତା ନାହିଁ। ସଠାେରେ ଖକ୍ସ୍ଟବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ ଯିହୋଶୂୟ ନିକଟକୁ ଫେରି ଆସିଲେ। ସେମାନେ କହିଲେ, “ଅୟ ବହୁତ ଦୁର୍ବଳ, ସେମାନଙ୍କୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସେଠାକୁ ମାତ୍ର ଦୁଇ ତିନି ହଜାର ଲୋକ ଯୁଦ୍ଧ କରିବା ପାଇଁ ପଠାନ୍ତୁ। ସେଠାରେ ସମସ୍ତ ସୈନ୍ୟ ନିୟୋଜିତର ଆବଶ୍ୟକତା ନାହିଁ। ସେଠାରେ ଖୁବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର।