Joshua 7:5 — Compare Translations

4 translations compared side by side

Odia - 1840
"ଅଯର ଲୋକମାନେ ସମାନଙ୍କେର ପେଛ ଗୋଡଇେ ଗୋଡଇେ ଆଣି ଶବାରୀମ ପର୍ୟ୍ଯନ୍ତ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ଵାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।