Joshua 7:6 — Compare Translations
5 translations compared side by side
Odia - 1840
"ଯେତବେେଳେ ୟିହୋଶୂଯ ଏହା ଶୁଣିଲେ। ସେ ତାଙ୍କର ଦକ୍ସ୍ଟଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକକ୍ସ୍ଟ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିକଟରେ ମଥାମାଡି ଭୂମିରେ ପଡି ରହିଲେ। ଯିହାଶୂେୟ ଇଶ୍ରାୟେଲର ନତେୃବର୍ଗଙ୍କ ସହିତ ସଠାେରେ ରହିଲେ, ଯେଉଁମାନେ ସନ୍ଧ୍ଯା ପର୍ୟ୍ଯନ୍ତ ଦକ୍ସ୍ଟଃଖ ଜଣାଇ ସମାନଙ୍କେର ମସ୍ତକରେ ଧୂଳି ଫିଙ୍ଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।