Joshua 7:8 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଇଶ୍ରାୟେଲ ଶତୃଗଣଙ୍କ ଦ୍ବାରା ପରାଜିତ ହବୋ ପରେ ମୁ କ'ଣ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଇସ୍ରାଏଲ ଶତ୍ରୁଗଣଙ୍କ ଦ୍ୱାରା ପରାଜିତ ହେବା ପରେ ଆମ୍ଭେ କ’ଣ କରିବୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।