Joshua 7:9 — Compare Translations

5 translations compared side by side

Odia - 1840
"କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା’ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”
Odia IRV 2017 (ଓଡିଆ ବାଇବେଲ)
କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?