Joshua 8:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଯିହାଶୂେୟକକ୍ସ୍ଟ କହିଲେ, ଭୟ କର ନାହିଁ। ନିରାଶ ହକ୍ସ୍ଟଅ ନାହିଁ। ତୁମ୍ଭର ସମସ୍ତ ସୈନ୍ଯଙ୍କ ସହିତ ଅଯକକ୍ସ୍ଟ ୟାତ୍ରା କର। ମୁ ତୁମ୍ଭକୁ ସହାୟ ହବେି, ଅଯର ରାଜାଙ୍କକ୍ସ୍ଟ ପରାସ୍ତ କରିବା ପାଇଁ। ମୁ ତୁମ୍ଭକୁ ସହେି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅୟ ଧ୍ୱଂସ ହେଲା ଏହା ପରେ ସଦାପ୍ରଭୁ ଯିହୋଶୂୟକୁ କହିଲେ, “ଭୟ କର ନାହିଁ। ନିରାଶ ହୁଅ ନାହିଁ। ତୁମ୍ଭର ସମସ୍ତ ସୈନ୍ୟଙ୍କ ସହିତ ଅୟକୁ ଯାତ୍ରା କର। ମୁଁ ତୁମ୍ଭର ସହାୟ ହେବି, ଅୟର ରାଜାଙ୍କୁ ପରାସ୍ତ କରିବା ପାଇଁ। ମୁଁ ତୁମ୍ଭକୁ ସେହି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।