Joshua 8:10 — Compare Translations

5 translations compared side by side

Odia - 1840
"ତା'ପରଦିନ ପତକ୍ସ୍ଟ୍ଯଷରକ୍ସ୍ଟ ଯିହାଶୂେୟ ୈସନ୍ଯମାନଙ୍କୁ ଏକତ୍ରିତ କଲେ। ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ନେତାଗଣ ୈସନ୍ଯମାନଙ୍କୁ ଅଯ ଆଡକକ୍ସ୍ଟ ଆଗଇେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ସୈନ୍ୟମାନଙ୍କୁ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ନେତାଗଣ ସୈନ୍ୟମାନଙ୍କୁ ଅୟ ଆଡ଼କୁ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।