Joshua 8:11 — Compare Translations
5 translations compared side by side
Odia - 1840
"ସମସ୍ତ ସୈନ୍ଯ ଯେଉଁମାନେ କି ଯିହାଶୂେୟଙ୍କ ସହିତ ଥିଲେ, ସମାନେେ ଅଯ ଆଡକକ୍ସ୍ଟ ଅଗ୍ରସର ହେଲେ। ସମାନେେ ନଗରର ସମ୍ମକ୍ସ୍ଟଖ ରେ ରହିଲେ। ସୈନ୍ଯମାନେ ସମାନଙ୍କେର ଛାଉଣୀ ଉତ୍ତର ପଟେ ପ୍ରସ୍ତକ୍ସ୍ଟତ କଲେ। ସୈନ୍ଯ ଛାଉଣୀ ଓ ଅଯର ମଧିଅରେ ଏକ ଉପତ୍ୟକା ମଧ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ସୈନ୍ୟ ଯେଉଁମାନେ କି ଯିହୋଶୂୟଙ୍କ ସହିତ ଥିଲେ, ସେମାନେ ଅୟ ଆଡ଼କୁ ଅଗ୍ରସର ହେଲେ। ସେମାନେ ନଗରର ସମ୍ମୁଖରେ ରହିଲେ। ସୈନ୍ୟମାନେ ସେମାନଙ୍କର ଛାଉଣି ଉତ୍ତର ପଟେ ପ୍ରସ୍ତୁତ କଲେ। ସୈନ୍ୟ ଛାଉଣି ଓ ଅୟର ମଧ୍ୟରେ ଏକ ଉପତ୍ୟକା ମଧ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।