Joshua 8:12 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ 5,000 ୈସନ୍ଯମାନଙ୍କୁ ବାଛିଲେ ଏବଂ ସମାନଙ୍କେୁ ନଗରର ପଶ୍ଚିମ ପଟେ ଲକ୍ସ୍ଟଚି ରହିବାକକ୍ସ୍ଟ ପଠାଇ ଦେଲେ। ସହେି ସ୍ଥାନଟି ବୈଥେଲ୍ ଓ ଅଯର ମଝି ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବୈଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ 5000 ସୈନ୍ୟମାନଙ୍କୁ ବାଛିଲେ ଏବଂ ସେମାନଙ୍କୁ ନଗରର ପଶ୍ଚିମ ପଟେ ଲୁଚି ରହିବାକୁ ପଠାଇ ଦେଲେ। ସେହି ସ୍ଥାନଟି ବୈଥେଲ୍ ଓ ଅୟର ମଝିରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।