Joshua 8:13 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଯିହାଶୂେୟ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଲେ। ସମାନଙ୍କେର ମୂଖ୍ଯ ଛାଉଣୀ ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସହେି ରାତ୍ରି ରେ ଯିହାଶୂେୟ ଉପତ୍ୟକା ମଧ୍ଯକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକି ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଯିହୋଶୂୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନଙ୍କର ମୂଖ୍ୟ ଛାଉଣି ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସେହି ରାତ୍ରିରେ ଯିହୋଶୂୟ ଉପତ୍ୟକା ମଧ୍ୟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।