Joshua 8:14 — Compare Translations
5 translations compared side by side
Odia - 1840
"ଯେତବେେଳେ ଅଯର ରାଜା ଇଶ୍ରାୟେଲର ୈସନ୍ଯମାନଙ୍କୁ ଦେଖିଲେ, ଅଯର ରାଜା ଏବଂ ତାଙ୍କର ସୈନ୍ଯମାନେ ଇଶ୍ରାୟେଲର ସୈନ୍ଯମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ତରବର ହାଇେ ବାହାରି ଆସିଲେ। ଅଯର ରାଜା ପୂର୍ବ ପଟ ରେ ଥିବା ୟର୍ଦ୍ଦନ ଉପତ୍ୟକା ଆଡକକ୍ସ୍ଟ ଅଗ୍ରସର ହେଲେ। ସେ ଲକ୍ଷ୍ଯ କରି ନଥିଲେ ଯେ ସୈନ୍ଯମାନେ ନଗରର ପଛ ପଟେ ଲକ୍ସ୍ଟଚି ଅଛନ୍ତି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅୟର ରାଜା ଇସ୍ରାଏଲର ସୈନ୍ୟମାନଙ୍କୁ ଦେଖିଲେ, ଅୟର ରାଜା ଏବଂ ତାଙ୍କର ସୈନ୍ୟମାନେ ଇସ୍ରାଏଲର ସୈନ୍ୟମାନଙ୍କ ସହିତ ଯୁଦ୍ଧ କରିବାକୁ ତରବର ହୋଇ ବାହାରି ଆସିଲେ। ଅୟର ରାଜା ପୂର୍ବ ପଟରେ ଥିବା ଯର୍ଦ୍ଦନ ଉପତ୍ୟକା ଆଡ଼କୁ ଅଗ୍ରସର ହେଲେ। ସେ ଲକ୍ଷ୍ୟ କରି ନ ଥିଲେ ଯେ ସୈନ୍ୟମାନେ ନଗରର ପଛ ପଟେ ଲୁଚି ଅଛନ୍ତି ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)