Joshua 8:15 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସମାନଙ୍କେଠାରକ୍ସ୍ଟ ପରାସ୍ତ ହେଲାପରି ସମାନଙ୍କେ ଆଗ ରେ ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର-ପଥ ଦେଇ ପଳାୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।