Joshua 8:16 — Compare Translations

5 translations compared side by side

Odia - 1840
"ତେଣୁ ନଗରର ସମସ୍ତ ସୈନ୍ଯ ସମାନଙ୍କେ ପଛ ରେ ପାଟିକରି ସମାନଙ୍କେୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛ ରେ ଦୌଡିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ଯାଗ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନଗରର ସମସ୍ତ ସୈନ୍ୟ ସେମାନଙ୍କ ପଛରେ ପାଟିକରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛରେ ଦୌଡ଼ିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ୟାଗ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।