Joshua 8:17 — Compare Translations
5 translations compared side by side
Odia - 1840
"ଅଯର ସମସ୍ତ ଲୋକ ଓ ବୈଥଲରେ ସମସ୍ତ ଲୋକ ଇଶ୍ରାୟେଲୀୟ ସୈନ୍ଯମାନଙ୍କ ପଛ ରେ ଗୋଡଇ ଥିଲେ। ନଗର ରେ କୌଣସି ଲୋକ ନଥିଲେ ଯକେି ନଗରକକ୍ସ୍ଟ ରକ୍ଷା କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବୈଥେଲରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅୟର ସମସ୍ତ ଲୋକ ଓ ବୈଥେଲ୍ର ସମସ୍ତ ଲୋକ ଇସ୍ରାଏଲୀୟ ସୈନ୍ୟମାନଙ୍କ ପଛରେ ଗୋଡ଼ଇ ଥିଲେ। ନଗରରେ କୌଣସି ଲୋକ ନ ଥିଲେ ଯେକି ନଗରକୁ ରକ୍ଷା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।