Joshua 8:18 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ କହିଲେ, ତୁମ୍ଭେ ନିଜର ବର୍ଚ୍ଛା ଅଯ ନଗର ଆଡକକ୍ସ୍ଟ ନିକ୍ଷପେ କର। ଯେ ହତେକ୍ସ୍ଟ ମୁ ତୁମ୍ଭକୁ ସହେି ନଗର ହସ୍ତାନ୍ତର କରିବି। ତେଣୁ ଯିହାଶୂେୟ ନିଜର ବର୍ଚ୍ଛା ନଗର ଆଡକକ୍ସ୍ଟ ନିକ୍ଷପେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା । ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ନିଜର ବର୍ଚ୍ଛା ଅୟ ନଗର ଆଡ଼କୁ ବିସ୍ତାର କର।” ଯେହେତୁ ମୁଁ ତୁମ୍ଭକୁ ସେହି ନଗର ହସ୍ତାନ୍ତର କରିବି। ତେଣୁ ଯିହୋଶୂୟ ନିଜର ବର୍ଚ୍ଛା ନଗର ଆଡ଼କୁ ବିସ୍ତାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।