Joshua 8:19 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସୈନ୍ଯମାନେ ସମାନଙ୍କେର ଲକ୍ସ୍ଟଚିବା ସ୍ଥାନରକ୍ସ୍ଟ ସେ ବର୍ଚ୍ଛା ନିକ୍ଷପେ କରୁଥିବାର ଦେଖିଲେ। ସମାନେେ ନଗର ଆଡକକ୍ସ୍ଟ ତରବର ହାଇେ ଦୌଡିଲେ। ସମାନେେ ଏହିପରି ନଗର ମଧ୍ଯକକ୍ସ୍ଟ ପ୍ରବେଶ କଲେ ଓ ନଗରକକ୍ସ୍ଟ ନିଜର ଆଯତାଧିନ କଲେ। ଏହାପରେ ସୈନ୍ଯମାନେ ଗ୍ଭରିଆଡେ ଅଗ୍ନି ସଂୟୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସୈନ୍ୟମାନେ ସେମାନଙ୍କର ଲୁଚିବା ସ୍ଥାନରୁ ସେ ବର୍ଚ୍ଛା ବିସ୍ତାର କରୁଥିବାର ଦେଖିଲେ। ସେମାନେ ନଗର ଆଡ଼କୁ ତରବର ହୋଇ ଦୌଡ଼ିଲେ। ସେମାନେ ଏହିପରି ନଗର ମଧ୍ୟକୁ ପ୍ରବେଶ କଲେ ଓ ନଗରକୁ ନିଜର ଆୟତାଧୀନ କଲେ। ଏହା ପରେ ସୈନ୍ୟମାନେ ଗ୍ଭରିଆଡ଼େ ଅଗ୍ନି ସଂଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।