Joshua 8:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅଯପ୍ରତି ସହେିପରି କର ଯେପରି ତୁମ୍ଭେ ଯିରୀହାେ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସମାନଙ୍କେର ଧନ, ଦୌଲତ୍ ଓ ପଶକ୍ସ୍ଟମାନଙ୍କୁ, ତୁମ୍ଭମାନଙ୍କ ଭିତ ରେ ବାଣ୍ଟି ନବେ। ବର୍ତ୍ତମାନ କିଛି ସୈନ୍ଯଗଣଙ୍କକ୍ସ୍ଟ ନଗର ପଛପଟେ ଲକ୍ସ୍ଟଗ୍ଭଇ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅୟ ପ୍ରତି ସେହିପରି କର ଯେପରି ତୁମ୍ଭେ ଯିରୀହୋ ଓ ତା’ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସେମାନଙ୍କର ଧନ, ସମ୍ପଦ ଓ ପଶୁମାନଙ୍କୁ, ତୁମ୍ଭମାନଙ୍କ ଭିତରେ ବାଣ୍ଟି ନେବ। ବର୍ତ୍ତମାନ କିଛି ସୈନ୍ୟଗଣଙ୍କୁ ନଗର ପଛପଟେ ଲୁଗ୍ଭଇ ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।