Joshua 8:21 — Compare Translations

5 translations compared side by side

Odia - 1840
"ଯିହାଶୂେୟ ଓ ଇଶ୍ରାୟେଲର ଲୋକମାନେ ଅନକ୍ସ୍ଟଭବ କଲେ ଯେ, ଲକ୍ସ୍ଟଚିଥିବା ସୈନ୍ଯମାନେ ନଗରଟିକକ୍ସ୍ଟ ସମାନଙ୍କେର ନିଯନ୍ତ୍ରଣ ମଧ୍ଯକକ୍ସ୍ଟ ନଇେ ଗଲଣେି। ସମାନେେ ଧୂଁଆର ସ୍ତମ୍ଭ ଆକାଶ ରେ ଦେଖିବାକକ୍ସ୍ଟ ପାଇଲେ। ଏଣୁ ସମାନେେ ଅଯର ସୈନ୍ଯ ଆଡକକ୍ସ୍ଟ ଦୌଡିଗଲେ ଓ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଓ ଇସ୍ରାଏଲର ଲୋକମାନେ ଅନୁଭବ କଲେ ଯେ, ଲୁଚିଥିବା ସୈନ୍ୟମାନେ ନଗରଟିକୁ ସେମାନଙ୍କର ନିୟନ୍ତ୍ରଣ ମଧ୍ୟକୁ ନେଇ ଗଲେଣି। ସେମାନେ ଧୂଆଁର ସ୍ତମ୍ଭ ଆକାଶରେ ଦେଖିବାକୁ ପାଇଲେ। ଏଣୁ ସେମାନେ ଅୟର ସୈନ୍ୟ ଆଡ଼କୁ ଦୌଡ଼ିଗଲେ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।