Joshua 8:22 — Compare Translations

5 translations compared side by side

Odia - 1840
"ଏହାପରେ ଯେଉଁ ଲୋକମାନେ ଲକ୍ସ୍ଟଚିଥିଲେ, ସମାନେେ ବାହାରି ଆସିଲେ ଏବଂ ୟକ୍ସ୍ଟଦ୍ଧ କଲେ। ଏହିପରି ଅଯର ଲୋକମାନଙ୍କର ଉଭୟ ପାଶର୍‌ବ ରେ ଇଶ୍ରାୟେଲର ସୈନ୍ଯମାନେ ଜଗି ଗଲେ ଓ ସମାନଙ୍କେୁ ପରାସ୍ତ କଲେ। ଇଶ୍ରାୟେଲର ସୈନ୍ଯମାନେ ଅଯର ଗୋଟିଏ ସୈନ୍ଯକକ୍ସ୍ଟ ମଧ୍ଯ ଛାଡିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେନ୍ତଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯେଉଁ ଲୋକମାନେ ଲୁଚିଥିଲେ, ସେମାନେ ବାହାରି ଆସିଲେ ଏବଂ ଯୁଦ୍ଧ କଲେ। ଏହିପରି ଅୟର ଲୋକମାନଙ୍କର ଉଭୟ ପାର୍ଶ୍ୱରେ ଇସ୍ରାଏଲର ସୈନ୍ୟମାନେ ଜଗି ଗଲେ ଓ ସେମାନଙ୍କୁ ପରାସ୍ତ କଲେ। ଇସ୍ରାଏଲର ସୈନ୍ୟମାନେ ଅୟର ଗୋଟିଏ ସୈନ୍ୟକୁ ମଧ୍ୟ ଛାଡ଼ିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)