Joshua 8:23 — Compare Translations
5 translations compared side by side
Odia - 1840
"କିନ୍ତୁ ଅଯର ରାଜାଙ୍କକ୍ସ୍ଟ ଜୀବିତ ଅବସ୍ଥା ରେ ଯିହାଶୂେୟଙ୍କ ନିକଟକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅୟର ରାଜାଙ୍କୁ ଜୀବିତ ଅବସ୍ଥାରେ ଯିହୋଶୂୟଙ୍କ ନିକଟକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।