Joshua 8:24 — Compare Translations

5 translations compared side by side

Odia - 1840
"ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲର ସୈନିକମାନେ ଅଯ ସୈନ୍ଯମାନଙ୍କ ପଛ ରେ ଗୋଡ଼ାଇ କ୍ଷତେ ଓ ମରକ୍ସ୍ଟଭୂମି ଅଞ୍ଚଳକକ୍ସ୍ଟ ଆଣିଲେ। ସମାନେେ ସହେିଠା ରେ ସମାନଙ୍କେୁ ହତ୍ଯା କଲେ। ଏହାପରେ ଇଶ୍ରାୟେଲ ସୈନ୍ଯମାନେ ଅଯକକ୍ସ୍ଟ ଫରେି ଆସିଲେ ଏବଂ ଏଯ ସହର ରେ ଜୀବିତ ଲୋକମାନଙ୍କୁ ଓ ୈସନ୍ଯମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ବଧ କରି ସାରିଲା ଉତ୍ତାରେ ଓ ସେମାନେ ନିଃଶେଷିତ ହେବାଯାଏ ଖଡ଼୍‍ଗମୁଖରେ ପଡ଼ିଲା ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଖଡ଼୍‍ଗମୁଖରେ ଅୟକୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧର ବିବରଣ ଯୁଦ୍ଧ ସମୟରେ ଇସ୍ରାଏଲର ସୈନିକମାନେ ଅୟ ସୈନ୍ୟମାନଙ୍କ ପଛରେ ଗୋଡ଼ାଇ କ୍ଷେତ ଓ ମରୁଭୂମି ଅଞ୍ଚଳକୁ ଆଣିଲେ। ସେମାନେ ସେହିଠାରେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଇସ୍ରାଏଲ ସୈନ୍ୟମାନେ ଅୟକୁ ଫେରି ଆସିଲେ ଏବଂ ଅୟ ସହରରେ ଜୀବିତ ଲୋକମାନଙ୍କୁ ଓ ସୈନ୍ୟମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।