Joshua 8:25 — Compare Translations

5 translations compared side by side

Odia - 1840
"ସହେିଦିନ ଅଯର ସମସ୍ତ ଲୋକମାନେ ମଲେ। ସମାନେେ ପ୍ରାଯ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଅୟର ସମସ୍ତ ଲୋକମାନେ ମଲେ। ସେମାନେ ପ୍ରାୟ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।