Joshua 8:27 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଅଯ ସହର ରେ ସମସ୍ତ ପଶକ୍ସ୍ଟ ଓ ଦ୍ରବ୍ଯଗକ୍ସ୍ଟଡିକ ନିଜ ନିଜ ପାଇଁ ନେଲେ। ସମାନେେ ଏପରି କଲେ, କାରଣ ସଦାପ୍ରଭୁ ଏପରି କରିବାକୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଅୟ ସହରରେ ସମସ୍ତ ପଶୁ ଓ ଦ୍ରବ୍ୟଗୁଡ଼ିକ ନିଜ ନିଜ ପାଇଁ ନେଲେ। ସେମାନେ ଏପରି କଲେ, କାରଣ ସଦାପ୍ରଭୁ ଏପରି କରିବାକୁ ଯିହୋଶୂୟଙ୍କୁ ଆଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟ ସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।