Joshua 8:28 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଅଯ ସହରକକ୍ସ୍ଟ ପୋଡି଼ ପାଉଁଶ କଲେ। ସେ ଏକ ଧ୍ବଂସ ସ୍ତକ୍ସ୍ଟପରେ ପରିଣତ କଲେ ଏବଂ ଏହା ଆଜିୟାଏଁ ଅନକ୍ସ୍ଟର୍ବର ସ୍ଥାନ ହାଇେ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଅୟ ସହରକୁ ପୋଡ଼ି ପାଉଁଶ କଲେ। ସେ ଏକ ଧ୍ୱଂସ ସ୍ତୁପରେ ପରିଣତ କଲେ ଏବଂ ଏହା ଆଜିଯାଏ ଅନୁର୍ବର ସ୍ଥାନ ହୋଇ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।