Joshua 8:29 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଅଯର ରାଜାଙ୍କକ୍ସ୍ଟ ସଂନ୍ଧ୍ଯା ପର୍ୟ୍ଯନ୍ତ ଗଛ ରେ ଝକ୍ସ୍ଟଲଇେ ରଖିଲେ। ସୂର୍ୟ୍ଯାସ୍ତ ପରେ ଯିହାଶୂେୟଙ୍କ ଆଜ୍ଞାନକ୍ସ୍ଟସା ରେ ଲୋକମାନେ ସେ ଶବକକ୍ସ୍ଟ ଗଛରକ୍ସ୍ଟ ଆଣିଲେ। ସମାନେେ ସହେି ଶବକକ୍ସ୍ଟ ନଗରର ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଫୋପାଡି ଦେଲେ ଏବଂ ତା' ଉପରେ ପଥର ଗଦା କଲେ। ତାହା ସଠାେରେ ଆଜି ପର୍ୟ୍ଯନ୍ତ ମଧ୍ଯ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ଵାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ଗଛରେ ଝୁଲେଇ ରଖିଲେ। ସୂର୍ଯ୍ୟାସ୍ତ ପରେ ଯିହୋଶୂୟଙ୍କ ଆଜ୍ଞାନୁସାରେ ଲୋକମାନେ ସେ ଶବକୁ ଗଛରୁ ଆଣିଲେ। ସେମାନେ ସେହି ଶବକୁ ନଗରର ପ୍ରବେଶ ଫାଟକ ସମ୍ମୁଖରେ ଫୋପାଡ଼ି ଦେଲେ ଏବଂ ତା’ ଉପରେ ପଥର ଗଦା କଲେ। ତାହା ସେଠାରେ ଆଜି ପର୍ଯ୍ୟନ୍ତ ମଧ୍ୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।
Odia IRV 2017 (ଓଡିଆ ବାଇବେଲ)