Joshua 8:3 — Compare Translations
5 translations compared side by side
Odia - 1840
"ତେଣୁ ଯିହାଶୂେୟ ତାଙ୍କର ସମସ୍ତ ସୈନ୍ଯ ଦଳ ଅଯକକ୍ସ୍ଟ ଆକ୍ରମଣ କରିବାକୁ ଆଗଇେ ନେଲେ। ଏହାପରେ ଯିହାଶୂେୟ ତାଙ୍କର 30,000 ନିପୂଣ ୈସନ୍ଯମାନଙ୍କୁ ବିଛିଲେ। ସମାନଙ୍କେୁ ସହେି ରାତ୍ରି ରେ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟଦଳ ଅୟକୁ ଆକ୍ରମଣ କରିବାକୁ ଆଗେଇ ନେଲେ। ଏହା ପରେ ଯିହୋଶୂୟ ତାଙ୍କର 30,000 ନିପୁଣ ସୈନ୍ୟମାନଙ୍କୁ ବାଛିଲେ। ସେମାନଙ୍କୁ ସେହି ରାତ୍ରିରେ ପଠାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।