Joshua 8:30 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେି ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶୀର୍ବାଦ ଓ ଅଭିଶାପ ପଠନ ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।
Recommended Reading