Joshua 8:31 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସବେକ ମାଶାେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ଯେ ରୂପେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ମାଶାଙ୍କେର ବ୍ଯବସ୍ଥା ଗ୍ରନ୍ଥର ଲଖାନେକ୍ସ୍ଟସା ରେ ୟହିଁ ଉପରେ କୌଣସି ମଣିଷ ଲକ୍ସ୍ଟହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥର ରେ ୟଜ୍ଞବଦେୀ ସେ ନିର୍ମାଣ କଲେ। ତହିଁ ଉପରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।