Joshua 8:32 — Compare Translations

5 translations compared side by side

Odia - 1840
"ସହେି ସ୍ଥାନ ରେ ଯିହାଶୂେୟ ପ୍ରସ୍ତର ଫଳକ ଉପରେ ମାଶାଙ୍କେ ବ୍ଯବସ୍ଥା ପୁସ୍ତକ ଲେଖିଲେ। ଇଶ୍ରାୟେଲ ଲୋକମାନଙ୍କୁ ଦଖାଇବୋକକ୍ସ୍ଟ ଯିହାଶୂେୟ ଏହା କଲେ, କାରଣ ତାହା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ଵାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥା-ଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।