Joshua 8:33 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଲୋକମାନେ, ସମାନଙ୍କେ ପ୍ରାଚୀନବର୍ଗ, ନତେୃବର୍ଗ, ସମାନଙ୍କେର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ଛିଡା ହେଲ। ସମାନଙ୍କେ ମଧ୍ଯରକ୍ସ୍ଟ ଅର୍ଦ୍ଧକେ ଏବଲ ପର୍ବତ ଆଗ ରେ ଓ ଅର୍ଦ୍ଧକେ ଗରିଷମ ପର୍ବତ ଆଗ ରେ ଛିଡା ହେଲ। ସଦାପ୍ରଭୁଙ୍କ ପବିତ୍ର ନିଯମ ସିନ୍ଦକ୍ସ୍ଟକବାହୀ ଲବେୀୟ ଯାଜକମାନଙ୍କ ସମ୍ମକ୍ସ୍ଟଖ ରେ ସମାନେେ ଠିଆ ହେଲେ। ସମାନେେ ଏପରି କଲେ କାରଣ ସଦାପ୍ରଭୁଙ୍କର ସବେକ ମାଶାେ ଇଶ୍ରାୟେଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।