Joshua 8:34 — Compare Translations
5 translations compared side by side
Odia - 1840
"ଏହାପରେ ବ୍ଯବସ୍ଥା ପୁସ୍ତକକରେ ଲଖାୟୋଇଥିବା ଉଭୟ ଆଶିର୍ବାଦ ଓ ଅଭିଶାପ ବିଷଯକ ବ୍ଯବସ୍ଥାର ସମସ୍ତ ଶଦ୍ଦ ସେ ପାଠକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବ୍ୟବସ୍ଥା-ଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବ୍ୟବସ୍ଥା ପୁସ୍ତକରେ ଲେଖାଯାଇଥିବା ଉଭୟ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ ଶବ୍ଦ ସେ ପାଠକଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବ୍ୟବସ୍ଥା-ଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବ୍ୟବସ୍ଥାଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।