Joshua 8:35 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଲୋକମାନେ ସଠାେରେ ଉପସ୍ଥିତ ଥିଲେ। ସଠାେରେ ମଧ୍ଯ ସମସ୍ତ ସ୍ତ୍ରୀ ଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ସଠାେରେ ଉପସ୍ଥିତ ଥିଲେ। ବିଦେଶୀମାନେ ଇଶ୍ରାୟେଲଗଣଙ୍କ ସହିତ ବାସ କରୁଥିଲେ। ଏବଂ ସଠାେରେ ଯିହାଶୂେୟ ସମସ୍ତ ନିଯମ ପାଠ କରିଥିଲେ, ଯାହାକି ମାଶାଙ୍କେ ଦ୍ବାରା ସ୍ଥାପିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା।