Joshua 8:4 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସମାନଙ୍କେୁ ନିର୍ଦ୍ଦେଶ ଦଇେ କହିଲେ, ତୁମ୍ଭମାନେେ ମାରେ କଥାକକ୍ସ୍ଟ ଭଲ ଭାବରେ ଶକ୍ସ୍ଟଣ। ତୁମ୍ଭମାନେେ ନଗର ବାହା ରେ ଲକ୍ସ୍ଟଚି ରହିବ। ଆକ୍ରମଣ କରିବା ସମୟ ପର୍ୟ୍ଯନ୍ତ ଅପେକ୍ଷା କରିବ। ସହରଠାରକ୍ସ୍ଟ ଦୂରକକ୍ସ୍ଟ ୟିବ ନାହିଁ। ସର୍ବଦା ପ୍ରସ୍ତକ୍ସ୍ଟତ ଥିବ ଏ ନଜର ରଖିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେମାନଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ତୁମ୍ଭେମାନେ ମୋର କଥାକୁ ଭଲ ଭାବରେ ଶୁଣ। ତୁମ୍ଭେମାନେ ନଗର ବାହାରେ ଲୁଚି ରହିବ। ଆକ୍ରମଣ କରିବା ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବ। ସହରଠାରୁ ଦୂରକୁ ଯିବ ନାହିଁ। ସର୍ବଦା ପ୍ରସ୍ତୁତ ଥିବ ଓ ନଜର ରଖିଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ।