Joshua 8:5 — Compare Translations
5 translations compared side by side
Odia - 1840
"ମାେ ସହିତ ସମସ୍ତ ସୈନଯଗଣ ନଗର ନିକଟକକ୍ସ୍ଟ ୟିବକ୍ସ୍ଟ। ସମାନେେ ଯେ ତବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭମାନେେ ବକ୍ସ୍ଟଲିପଡିବକ୍ସ୍ଟ ଓ ସମାନଙ୍କେ ନିକଟରକ୍ସ୍ଟ ଦୌଡି ପଳାଇବକ୍ସ୍ଟ ଆମ୍ଭମାନେେ ପୂର୍ବରକ୍ସ୍ଟ ଯେପରି କରିଥିଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ ସମସ୍ତ ସୈନ୍ୟଗଣ ନଗର ନିକଟକୁ ଯିବୁ। ସେମାନେ ଯେତେବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭେମାନେ ବୁଲିପଡ଼ିବୁ ଓ ସେମାନଙ୍କ ନିକଟରୁ ଦୌଡ଼ି ପଲାଇବୁ ଆମ୍ଭେମାନେ ପୂର୍ବରୁ ଯେପରି କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।