Joshua 8:6 — Compare Translations
5 translations compared side by side
Odia - 1840
"ସମାନେେ ଆମ୍ଭ ପଛ ରେ ଗୋଡ଼ାଇବେ ନଗର ବାହାରକକ୍ସ୍ଟ। ସମାନେେ ଭାବିବେ ଆମ୍ଭେ ସମାନଙ୍କେୁ ଭୟ ରେ ପୂର୍ବଥର ପରି ଡରି ପଳାଇ ଯାଉଛକ୍ସ୍ଟ। ତେଣୁ ଆମ୍ଭମାନେେ ଦୌଡି ପଳାଇବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉ ଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭ ପଛରେ ଗୋଡ଼ାଇବେ ନଗର ବାହାରକୁ। ସେମାନେ ଭାବିବେ ଆମ୍ଭେ ସେମାନଙ୍କୁ ଭୟରେ ପୂର୍ବଥର ପରି ଡରି ପଳାଇ ଯାଉଛୁ। ତେଣୁ ଆମ୍ଭେମାନେ ଦୌଡ଼ି ପଲାଇବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;
Odia IRV 2017 (ଓଡିଆ ବାଇବେଲ)