Joshua 8:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ଲକ୍ସ୍ଟଚି ରହିଥିବା ସ୍ଥାନରକ୍ସ୍ଟ ବାହାରି ନଗରକକ୍ସ୍ଟ ନିଜ ନିଯନ୍ତ୍ରଣ ମଧ୍ଯକକ୍ସ୍ଟ ନବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ନଗରକକ୍ସ୍ଟ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭମାନଙ୍କର ଲୁଚି ରହିଥିବା ସ୍ଥାନରୁ ବାହାରି ନଗରକୁ ନିଜ ନିୟନ୍ତ୍ରଣ ମଧ୍ୟକୁ ନେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ନଗରକୁ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।