Joshua 8:9 — Compare Translations
5 translations compared side by side
Odia - 1840
"ଏହାପରେ ୟିହୋଶୂଯ ୈସନ୍ଯମାନଙ୍କୁ ସମାନଙ୍କେର ଲକ୍ସ୍ଟଚି ରହିବା ସ୍ଥାନକକ୍ସ୍ଟ ପଠାଇ ଦେଲେ। ସମାନେେ ବୈଥଲେ ଏବଂ ଅଯର ମଧ୍ଯ ସ୍ଥାନ ରେ ଲକ୍ସ୍ଟଚି ରହିଲେ। ଏହି ସ୍ଥାନଟି ଥିଲା ଅଯର ପଶ୍ଚିମ ପଟ ରେ। ଏବଂ ୟିହୋଶୂଯମାନଙ୍କ ସୈନ୍ଯମାନଙ୍କ ସହିତ ସଠାେରେ ରାତ୍ରୟାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବୈଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ସୈନ୍ୟମାନଙ୍କୁ ସେମାନଙ୍କର ଲୁଚି ରହିବା ସ୍ଥାନକୁ ପଠାଇ ଦେଲେ। ସେମାନେ ବୈଥେଲ୍ ଏବଂ ଅୟର ମଧ୍ୟସ୍ଥାନରେ ଲୁଚି ରହିଲେ। ଏହି ସ୍ଥାନଟି ଥିଲା ଅୟର ପଶ୍ଚିମ ପଟରେ। ଏବଂ ଯିହୋଶୂୟ ସୈନ୍ୟମାନଙ୍କ ସହିତ ସେଠାରେ ରାତ୍ରିଯାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।