Joshua 9:1 — Compare Translations

5 translations compared side by side

Odia - 1840
"ୟର୍ଦ୍ଦନ ପଶ୍ଚିମ ପାରିସ୍ଥ ସମକ୍ସ୍ଟଦାଯ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ଯ ସାଗରର ଉପକୂଳ ବର୍ତ୍ତୀ ଲବୋନନର ଦୂର ଅଞ୍ଚଳ ରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀଯ, ଇ ମାରେୀଯ, କିଣାନୀଯ, ପରିଷୀଯ, ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ରାଜଗଣ ବିଷଯ ରେ ଏହି କଥା ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନୀୟମାନେ ଯିହୋଶୂୟଙ୍କୁ ଠକିଲେ ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋ‌ନ୍‌ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;
Odia IRV 2017 (ଓଡିଆ ବାଇବେଲ)