Joshua 9:10 — Compare Translations

5 translations compared side by side

Odia - 1840
"ଏବଂ ୟର୍ଦ୍ଦନ ପୂର୍ବପାରିସ୍ଥ ହିଷବୋନ୍ ରାଜା ସୀହାନ୍େ ଓ ଅଷ୍ଟାରୋତ୍ ନିବାସୀ ବାଶନ ରାଜା, ଓଗ୍, ଇ ମାରେୀଯମାନଙ୍କ ଦକ୍ସ୍ଟଇଜଣ ରାଜାଙ୍କକ୍ସ୍ଟ କମେିତି ପରାଜିତ କଲ, ତାହାସବୁ ଆମ୍ଭମାନେେ ଶକ୍ସ୍ଟଣିଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯର୍ଦ୍ଦନ ପୂର୍ବପାରିସ୍ଥ ହି‌ଷ୍‌ବୋନ୍ ରାଜା ସୀହୋନ୍ ଓ ଅଷ୍ଟାରୋତ୍ ନିବାସୀ ବାଶନ ରାଜା, ଓଗ୍, ଇମୋରୀୟମାନଙ୍କ ଦୁଇଜଣ ରାଜାଙ୍କୁ କେମିତି ପରାଜିତ କଲ, ତାହା ସବୁ ଆମ୍ଭେମାନେ ଶୁଣିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।