Joshua 9:11 — Compare Translations

5 translations compared side by side

Odia - 1840
"ଏଣୁ ଆମ୍ଭମାନଙ୍କର ପ୍ରାଚୀନବର୍ଗ ଏବଂ ଆମ୍ଭମାନଙ୍କ ଦେଶ ରେ ଲୋକମାନେ କହିଲେ, 'ତୁମ୍ଭମାନଙ୍କର ୟାତ୍ରାପାଇଁ ପ୍ରଚକ୍ସ୍ଟର ଖାଦ୍ୟ ନଇେ ୟାଅ ଏବଂ ଇଶ୍ରାୟେଲୀୟ ବାସୀମାନଙ୍କ ସହିତ ସାକ୍ଷାତ କର। ତାଙ୍କୁ କକ୍ସ୍ଟହ, ଆମ୍ଭମାନେେ ତୁମ୍ଭର ଦାସ, ତେଣୁ ତୁମ୍ଭମାନେେ ଆମ୍ଭମାନଙ୍କ ସହିତ ଏକ ଶାନ୍ତି ଚକ୍ସ୍ଟକ୍ତି କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭମାନଙ୍କର ପ୍ରାଚୀନବର୍ଗ ଏବଂ ଆମ୍ଭମାନଙ୍କ ଦେଶରେ ଲୋକମାନେ କହିଲେ, ‘ତୁମ୍ଭମାନଙ୍କର ଯାତ୍ରାପାଇଁ ପ୍ରଚୁର ଖାଦ୍ୟ ନେଇ ଯାଅ ଏବଂ ଇସ୍ରାଏଲୀୟମାନଙ୍କ ସହିତ ସାକ୍ଷାତ କର।’ ତାଙ୍କୁ କୁହ, ‘ଆମ୍ଭେମାନେ ତୁମ୍ଭର ଦାସ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏକ ଶାନ୍ତି ଚୁକ୍ତି କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”
Odia IRV 2017 (ଓଡିଆ ବାଇବେଲ)